ଉଦଘାଟନ ହେଲା ଆସ୍କା ସେତୁ

  • 3 years ago
ଉଦଘାଟନ ହେଲା ଆସ୍କା ସେତୁ । ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ଭିତ୍ତିଭୂମି ଆପଣମାନଙ୍କ ସମ୍ପତ୍ତି । ଆପଣଙ୍କ ଟଙ୍କାରେ, ଆପଣଙ୍କ ସୁବିଧା ପାଇଁ ଏହା ନିର୍ମାଣ କରାଯାଉଛି ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।
#Odisha #Ganjam Naveen Patnaik CMO Odisha Dr. Amar Patnaik

Recommended