ବାଲେଶ୍ୱର ପୌରାଞ୍ଚଳ ପାଇଁ 155 କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

  • 3 years ago
#କଥା_ରଖିଲେ_ନବୀନ
ବାଲେଶ୍ୱର ପୌରାଞ୍ଚଳ ପାଇଁ 155 କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ,ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଶୁଣନ୍ତୁ ବାଲେଶ୍ୱର ପାଇଁ କେଉଁ ସବୁ ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । #Odisha #Naveen_Patnaik

Recommended